ରିପୋର୍ଟ କାର୍ଡ / କୋରାପୁଟ
କୋରାପୁଟରେ ମୋବାଇଲ ଗେମ୍ ପାଇଁ ଚାଲିଗଲା ନୀରିହ ଜୀବନ । ମୋଵାଇଲରେ ଗେମ ଖେଳିବାକୁ ନେଇ ଦୁଇ ସାଙ୍ଗ ମିଶି ସାଙ୍ଗକୁ ପଥରରେ ଛେଚି ହତ୍ୟା କରିଛନ୍ତି । ଘଟଣା ଘଟିଛି କୋରାପୁଟ ସହରର ମସିପୁଟ ଗ୍ରାମରେ । ତିନି ସାଙ୍ଗ ମିଶିକି ଖେଳିବାକୁ ଯାଇଥିବାବେଳେ ଏଭଳି ଘଟଣା ଘଟିଛି । ମୋବାଇଲରେ ଗେମ ଖେଳକୁ ନେଇ ହତ୍ୟାକାଣ୍ଡ ଘଟିଛି । ଘଟଣା ସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ଘଟଣା ପରେ ଗାଁରେ ଶୋକାକୂଳ ପରିବେଶ ଖେଳିଯାଇଛି ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….