ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରବାଦ ପୁରୁଷ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହି ଅବସରରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ସୁପୁତ୍ରମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଥିବା ବେଳେ ବିଜୁ ବାବୁଙ୍କୁ ମନେ ପକାଇଛନ୍ତି । ନବୀନ ତାଙ୍କ ଟ୍ୱିଟ୍ରେ ଲେଖିଛନ୍ତି ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସଦାସର୍ବଦା ଆମକୁ ଲୋକଙ୍କ ସେବା କରିବାକୁ ଅନୁପ୍ରାଣିତ କରିବ । ସେ ଦେଖାଇଥିବା ମାର୍ଗରେ ଆଜି ଓଡ଼ିଶା ବିକାଶର ବିଭିନ୍ନ କ୍ଷତ୍ରରେ ଅଗ୍ରଗତି କରିଛି ବୋଲି ନବୀନ ତାଙ୍କ ଟ୍ୱିଟ୍ରେ ଲେଖିଛନ୍ତି ।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..