ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶହୀଦ ନଗର ଉଇନର ଆସୋସିଏସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

ଦେଶର ସ୍ୱାଧୀନତା ସହ ସାଧାରଣ ଜନତାଙ୍କ ସେବା ଓ କଲ୍ୟାଣକୁ ପ୍ରାଥମିକତା ଦେଇ ରାଜ୍ୟର ପ୍ରଗତିରେ ତାଙ୍କର ବହୁମୂଲ୍ୟ ଅବଦାନ ସର୍ବଦା ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ତାଙ୍କ ଆଦର୍ଶ ରେ ଅନୁପ୍ରାଣିତ ହେବା ନିମନ୍ତେ ଯୁବକମାନଙ୍କୁ ଉପସ୍ଥିତ ଥିବା ଅତିଥି ମାନେ ଆହ୍ଵାନ ଦେଇଥିଲେ |






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..