ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଆଜି ପୁଣି ବଢ଼ିଲା ବସ୍ ଭଡ଼ା । ଅଟୋମେଟିକ ମେକାନିଜିମ ଆଧାରରେ ବସ୍ ଭଡ଼ା ବୃଦ୍ଧି ପାଇଛି । ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡ଼ା କିଲୋମିଟର ପିଛା ୨ ପଇସା ବୃଦ୍ଧି ପାଇଛି। ଫଳରେ ସାଧାରଣ ବସ୍ ଭଡ଼ା କିମି ପିଛା ୯୦ରୁ ୯୨ ପଇସାକୁ ବୃଦ୍ଧି ପାଇଛି। ସେହିପରି ଏକ୍ସପ୍ରେସ ବସ୍ ଭଡ଼ା ୯୪ରୁ ୯୬ ପଇସାକୁ ବଢ଼ିଛି। ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସୂଚନା ଅନୁସାରେ ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡ଼ା କିଲୋମିଟର ପିଛା ୨ ପଇସା ବୃଦ୍ଧି ପାଇଛି। ଫଳରେ ସାଧାରଣ ବସ୍ ଭଡ଼ା କିମି ପିଛା ୯୦ରୁ ୯୨ ପଇସାକୁ ବୃଦ୍ଧି ପାଇଛି। ସେହିପରି ଏକ୍ସପ୍ରେସ ବସ୍ ଭଡ଼ା ୯୪ରୁ ୯୬ ପଇସାକୁ ବଢ଼ିଛି । ବସ୍ ଭଡ଼ା ବୃଦ୍ଧି ନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି।
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..