ରିପୋର୍ଟ କାର୍ଡ / ସୁନ୍ଦରଗଡ଼
ଯାତ୍ରୀବାହୀ ବସ୍ ଓଲଟି ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳୁଛି । ଆଜି ସୁନ୍ଦରଗଡ଼ ଲହୁଣିପଡ଼ା ବରସୁଆଁ ଠାରେ ଘରୋଇ ଯାତ୍ରୀବାହୀ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି| ଫଳରେ ଦୁର୍ଘଟଣାରେ ୧୫ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି | ମିଳିଥିବା ସୂଚନା ଅନୁସରେ-ଆଜି ଅପରାହ୍ନରେ ବସଟି ରାଉରକେଲାରୁ ବଡବିଲ ଆଡ଼କୁ ଯାଉଥିବାବେଳେ ରାସ୍ତାରେ ଭାରସାମ୍ୟ ହରାଇ ଓଲଟିପଡ଼ିଥିଲା ।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….