ରିପୋର୍ଟ କାର୍ଡ / କଟକ
ଆଜି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ୍ ମିଳିଛି। ୭ ଦିନ ପାଇଁ ଅନ୍ତରୀଣ ଜାମିନ୍ ପ୍ରଦାନ କରିଛନ୍ତି ହାଇକୋର୍ଟ । ଲୋକଙ୍କ ଉପରେ ଗାଡ଼ି ଚଢ଼ାଇ ଦେବା ମାମଲାରେ ପ୍ରଶାନ୍ତଙ୍କୁ ମିଳିଛି ଜାମିନ୍ । ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଅନ୍ତରୀଣ ଜାମିନ୍ ଦେଇଛନ୍ତି ହାଇକୋର୍ଟ । ଜାମିନ ଅବଧି ସରିବା ପରେ ଆତ୍ମସମର୍ପଣ କରିବାକୁ ପ୍ରଶାନ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଆଇନଜୀବୀ ରଶ୍ମୀରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି ।






More Stories
କେହି କଲେନି ନାମାଙ୍କନ ପ୍ରତ୍ୟାହାର…..
୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାଜପା…..
ଆଜିଠୁ ବଜେଟ୍ ଅଧିବେଶନର ୨ୟ ପର୍ଯ୍ୟାୟ….