ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାଟ୍ରକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିଛନ୍ତି । ସୁରୁଖୁରୁରେ ପରୀକ୍ଷା ସମାପନ କରିବା ପାଇଁ ଜିଲ୍ଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ସହ ଆଲୋଚନା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ପରୀକ୍ଷା କେନ୍ଦ୍ରରେ ଉପଯୁକ୍ତ ସୁରକ୍ଷା ଏବଂ ସୁପରିଚାଳନା ପାଇଁ ପରାମର୍ଶ ଦେଇଛନ୍ତି ସିଏସ୍ । ସମୀକ୍ଷା ବୈଠକରେ ଗଣଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କ ସହ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିବା ଜଣାପଡ଼ିଛି ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..