ରିପୋର୍ଟ କାର୍ଡ / ସୁନ୍ଦରଗଡ଼
ବରଯାତ୍ରୀ ନେଇ ଫେରୁଥିବା ବସ ଉପରେ ଲାଗିଛି ୩ ଲକ୍ଷ ୭୦ ହଜାର ଟଙ୍କା ଫାଇନ୍ । ଝାଡ଼ଖଣ୍ଡରୁ ସୁନ୍ଦରଗଡ଼ ଫେରୁଥିବା ବେଳେ ଘରୋଇ ବସ୍ ଉପରେ ଲାଗିଛି ଜୋରିମାନା । ପରମିଟ୍, ଲାଇସେନ୍ସ, ପଲ୍ୟୁସନ୍ ଆଦି ନଥିବାରୁ ଜରିମାନା ଲାଗିଥିବା ଜଣାପଡିଛି | ଟ୍ୟାକ୍ସ ଦେଇନଥିବା ଅଭିଯୋଗରେ ୩ ଲକ୍ଷ ୪୨ ହଜାର ଟଙ୍କା ଫାଇନ ଲାଗିଛି । ସଦର ଥାନା କରମଡିହି ନିକଟରେ ଚେକିଂ ବେଳେ ଫାଇନ ଆଦାୟ ହୋଇଥିବା ସୂଚନା ମିଳିଛି |
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..