ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ଆଜି ଚନ୍ଦ୍ରଶେଖରପୁର ହାଉସିଂବୋର୍ଡରୁ ୨ ମୃତଦେହ ଉଦ୍ଧାର କରିଛି ପୋଲିସ । ସରକାରୀ ଡାକ୍ତରଖାନା ନିକଟସ୍ଥ ଏକ ଘର ଭିତରୁ ସ୍ତ୍ରୀ ଓ ତାଙ୍କ ସାନଭଉଣୀଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ମହିଳାଙ୍କ ସ୍ୱାମୀ ଏହି ହତ୍ୟାକାଣ୍ଡ ଘଟାଇଥିବା ପୋଲିସ ସନ୍ଦେହ କରୁଛି । ହତ୍ୟା ସନ୍ଦେହରେ ସ୍ୱାମୀ ବିଜୟ ସେଠୀଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି । ତେବେ ଏହି ହତ୍ୟାକାଣ୍ଡ ପାରିବାରିକ କଳହରୁ ହୋଇଥିବା ଅନୁମାନ କରାଯାଉଛି ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..