ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଆସନ୍ତା କାଲିଠାରୁ ମେ ୨ ପର୍ଯ୍ୟନ୍ତ କଲେଜରେ କ୍ଲାସ ବନ୍ଦ କରାଯାଇଛି | ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇଥିବାରୁ ଉଚ୍ଚଶିକ୍ଷା ବିଭାଗର ଏପରି ନିଷ୍ପତ୍ତି ନେଇଛନ୍ତି | ଏନେଇ ଆଜି ଘୋଷଣା କରାଯାଇଛି | ମେ’ ୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ୟୁଜି ଓ ପିଜି କ୍ଲାସ । ସେହିପରି ପରୀକ୍ଷା ଖାତା ମୂଲ୍ୟାୟନ ଓ ପ୍ରଶାସନିକ କାର୍ଯ୍ୟ ପୂର୍ବପରି ଜାରି ରହିବ ବୋଲି ସୂଚନା ମିଳିଛି |






More Stories
ବିହାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ସମ୍ରାଟ ଚୌଧୁରୀ…..
ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ……
ବ୍ୟବସ୍ଥିତ ଢ଼ଙ୍ଗରେ ଗଣତି…..