ରିପୋର୍ଟ କାର୍ଡ / ଗଞ୍ଜାମ
ଗଞ୍ଜାମ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କୁ ଆକ୍ରମଣ ହୋଇଛି | ଆଜି ଜିଲ୍ଲ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ଶିକ୍ଷୟତ୍ରୀଙ୍କ ସ୍ଵାମୀ ଆକ୍ରମଣ କରିଥିବା ନେଇ ସୂଚନା ମିଳିଛି। ଆକ୍ରମଣରେ ତାଙ୍କ ନାକରୁ ରକ୍ତସ୍ରାବ ହେଉଛି । ଚିକିତ୍ସା ନିମନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ବଡ଼ ମେଡିକାଲରେ ଭର୍ତି କରାଯାଇଛି। ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।






More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….