ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଶିଷ୍ଟ ସାହିତ୍ୟିକ, ବାଗ୍ମୀ ତଥା ପଦ୍ମଶ୍ରୀ ରଜତ କରଙ୍କ ପରଲୋକ ଘଟିଛି। ରବିବାର ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା । ଓଡିଆ ସାହିତ୍ୟ ଏବଂ ସଂସ୍କୃତି କ୍ଷେତ୍ରରେ ତାଙ୍କର ଅତୂଳନୀୟ ଅବଦାନ ରହିଛି। ସେ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ ଏବଂ ଜଗନ୍ନାଥ ସଂସ୍କୃତି ଉପରେ ଥିଲା ବିଚକ୍ଷଣ ପାଣ୍ଡିତ୍ୟ।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..