ରିପୋର୍ଟ କାର୍ଡ / ଜଗତସିଂହପୁର
ବହୁଚର୍ଚ୍ଚିତ ପ୍ରମୋଦିନୀ ରାଉଳ ଙ୍କୁ ଏସିଡ୍ ମାଡ଼ ମାମଲାରେ ଆଜି ରାୟ ଶୁଣାଇଛନ୍ତି କୋର୍ଟ । ଏହି ମାମଲାରେ ୨ ଅଭିଯୁକ୍ତଙ୍କୁ ୧୪ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ହୋଇଛି । ଅଭିଯୁକ୍ତ ସନ୍ତୋଷ ବେଦାନ୍ତ ଓ ତାର ସହଯୋଗୀ ଅନୀଲ ଦଳସିଂରାୟକୁ ୧୪ ବର୍ଷ ଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଲେଖାଏଁ ଜୋରିମାନା ଦେବାକୁ ନିର୍ଦ୍ଦେଶ ହୋଇଛି । ଏହି ୨ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ ଶୁଣାଇଛନ୍ତି ଜଗତସିଂହପୁର ଏଏସଜେ ମହିଳା କୋର୍ଟ ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..