ରିପୋର୍ଟ କାର୍ଡ / ଭୁବନେଶ୍ୱର
ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ବିଧାୟକ ପାର୍ଥି ଘୋଷଣା କରିଛି ବିଜୁ ଜନତା ଦଳ ପକ୍ଷରୁ | ଆଜି ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ପୂର୍ବତନ ବିଧାୟକ ସ୍ୱର୍ଗତଃ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବରେ ଘୋଷଣା କରିଛନ୍ତି |ସୂଚନା ଥାଉକି, ଆସନ୍ତା ମେ ୩୧ ଅନୁଷ୍ଠିତ ହେବ ବ୍ରଜରାଜନଗର ଉପନିର୍ବାଚନ । ଗତ ଡିସେମ୍ବର ୩୦ ତାରିଖ ସ୍ୱର୍ଗତଃ କିଶୋର ମହାନ୍ତିଙ୍କ ଅକାଳ ବିୟୋଗ ପରେ ଖାଲି ପଡିଥିଲା ଆସନ ।






More Stories
ବିରୋଧୀଙ୍କ ମୌନ ପ୍ରତିବାଦ……
ବରଗଡ ଧନୁଯାତ୍ରା ପାଇଁ ୧ କୋଟି…..
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..