ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ, ଏହା ସହିତ କାଳବୈଶାଖୀ ଜାରି ରହିବ | ଆସନ୍ତା ୨୪ ଘଣ୍ଟା ଭିତରେ ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି | ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ସେହିପରି ୧୬ ତାରିଖ ପାଇଁ ୧୫ ଜିଲ୍ଲା ଓ ୧୮ ତାରିଖ ପାଇଁ ୧୨ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..