ରିପୋର୍ଟ କାର୍ଡ / ବ୍ରଜରାଜନଗର
ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡିରୁ ଅଳକା ମହାନ୍ତି, ବିଜେପିରୁ ରାଧାରାଣୀ ପଣ୍ଡା ଓ କଂଗ୍ରେସ ପକ୍ଷରୁ କିଶୋର ପଟେଲ ପାର୍ଥି ଭାବରେ ନାମାଙ୍କନ ଦାଖଲ କରିଛନ୍ତି। ଏହି ତିନି ପ୍ରମୁଖ ପ୍ରାର୍ଥୀଙ୍କ ବ୍ୟତିତ ମୋଟ୍ ୧୪ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମେ’ ୩୧ରେ ହେବ ବ୍ରଜରାଜନଗର ପାଇଁ ବାଇ-ଇଲେକସନ୍। ମେ’ ୩୧ରେ ଭୋଟ ଗ୍ରହଣ କରାଯାଇ ଜୁନ୍ ୩ ତାରିଖରେ ଗଣତି ହେବ। ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଖାଲି ପଡ଼ିଛି ଏହି ଆସନ।






More Stories
ଓଏଏସ୍ ସ୍ତରରେ ଅଦଳବଦଳ……
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
୨୭ରୁ ପୁଣି ବଡ଼ ବର୍ଷା…..