ରିପୋର୍ଟ କାର୍ଡ / କୋରାପୁଟ
ବଜ୍ରାଘାତରେ ପରିବାରର ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। କୋରାପୁଟ ଜିଲ୍ଲା ଲମତାପୁଟ ବ୍ଳକ୍ ଅନ୍ତର୍ଗତ ସିଲପଡ଼ା ଗାଁରେ ଘଟଣା ଏଭଳି ଅଘଟଣ। ମୃତକ ଜଣେ ମହିଳା ବୋଲି ଜଣାପଡ଼ିଛି। ସମସ୍ତ ଆହତଙ୍କୁ ଲମତାପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ଏକ ଦେଢ଼ ବର୍ଷର ଶିଶୁ ରହିଥିବା ସୂଚନା ମିଳିଛି।






More Stories
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ସୌମ୍ୟ ହତ୍ୟା ମାମଲା:ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ ଚିନୁ…..
ତିରିଂ ଅଞ୍ଚଳରେ ଡବଲ ମର୍ଡର ……