ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀର ଉପରାଜ୍ୟପାଳ ଅନିଲ ବୈଜଲ ଇସ୍ତଫା ଦେଇଛନ୍ତି | ବୁଧବାର ସେ ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ନିକଟକୁ ପଠାଇଛନ୍ତି। ସେ ପାଞ୍ଚ ବର୍ଷ ଚାରି ମାସ ଧରି ଦିଲ୍ଲୀର ଉପରାଜ୍ୟପାଳ ଭାବରେ କାର୍ଯ୍ୟ କରୁଥିବା ବୈଜଲ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଥିବା ଜଣାପଡିଛି।
More Stories
ସରକାରଙ୍କୁ ଅଭିଜିତ ଦୀପକେଙ୍କ ବଡ଼ ଚ୍ୟାଲେଞ୍ଜ….
ଲକ୍ଷ ଲକ୍ଷ ନାଗରିକଙ୍କୁ ମତଦାନ ରୁ ବଞ୍ଚିତ କରିବା ବେଆଇନ…..
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..