ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୀର୍ଘ ୨ ବର୍ଷ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା ଦର୍ଶନରୁ ବଞ୍ଚିତ ରହିଥିଲେ ଭକ୍ତ । ଚଳିତ ବର୍ଷ ମହାପ୍ରଭୁଙ୍କ ସ୍ନାନଯାତ୍ରା ଦେଖିବାର ସୁଯୋଗ ପାଇବେ ଶ୍ରଦ୍ଧାଳୁ | ଭକ୍ତଙ୍କ ଗହଣରେ ସ୍ନାନଯାତ୍ରା ଅନୁଷ୍ଠିତ ହେବ | ଦଇତାପତି ନିଯୋଗ ସହ ଆଲୋଚନା ପରେ ନିଷ୍ପତ୍ତି ନିଆଯାଇଛି । ଆଜି ଏ ନେଇ ସୂଚନା ଦେଇଛନ୍ତି ଦଇତାପତି ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……