ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନବଜୋତ ସିଂହ ସିଦ୍ଧୁଙ୍କୁ ଜେଲ ଦଣ୍ଡାଦେଶ | ରୋଡ୍ ରେଜ୍ କେସରେ ସିଦ୍ଧୁଙ୍କୁ ସୁପ୍ରିମକୋର୍ଟ ଗୋଟିଏ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ମାମଲା ୧୯୯୮ରେ ଘଟିଥିଲା। ସିଦ୍ଧୁଙ୍କୁ ପ୍ରଥମେ ଏହି ମାମଲାରେ ଆଶ୍ଵସ୍ତି ମିଳିଥିଲା। ହେଲ ରୋଡ୍ ରେଜ କେସରେ ଯେଉଁ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା, ତାଙ୍କ ପରିବାର ପକ୍ଷରୁ ରିଭ୍ୟୁ ପିଟିସନ ଦାଖଲ କରାଯାଇଥିଲା। ଏହା ଉପରେ ଶୁଣାଣି କରି ଗୁରୁବାର ସୁପ୍ରିମକୋର୍ଟ ନବଜୋତ ସିଂହ ସିଦ୍ଧୁଙ୍କୁ ଏକ ବର୍ଷର ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଥିବା ସୂଚନା ମିଳିଛି ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..