ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଶିଷ୍ଠ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କର ପରଲୋକ ହୋଇଛି | ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି | ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା । ଶିବାଜୀଙ୍କ ମୃତ୍ୟୁ ସମ୍ପର୍କରେ ସିପିଆଇ (ଏମ) ରାଜ୍ୟ ସମ୍ପାଦକ ଅଳି ପଟ୍ଟନାୟକ ସୂଚନା ଦେଇଛନ୍ତି । ସେ ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀରୁ ଲଢ଼ି ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ଶିବାଜୀ ୩ ଥର ନିର୍ବାଚନ ଜିତି ଲୋକସଭାର ସଦସ୍ୟ ରହିଥିଲେ । ସେ ୧୯୭୭ ରୁ ୧୯୮୦ ଓ ୧୯୮୯ ରୁ ୧୯୯୬ ପର୍ଯ୍ୟନ୍ତ ପ୍ରତିନିଧିତ୍ବ କରିଥିଲେ |






More Stories
ଝଡ଼ ବର୍ଷା:୮ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ….
୨ରୁ ଯୁକ୍ତ ଦୁଇ ଖାତାଦେଖା…..