ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ରାଜ୍ୟସଭା ଆସନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଖାଲି ହୋଇଥିବା ୩ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷ ତାରିଖ।
More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..