ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଭାରୀ ମୋଟରଯାନ ଚଲାଇବେ ମହିଳା ଓ କିନ୍ନର । କ୍ରୁଟ୍ ପକ୍ଷରୁ ସେମାନଙ୍କୁ ଦିଆଯିବ ତାଲିମ । ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଇଚ୍ଛୁକ ବ୍ୟକ୍ତି ଆବେଦନ କରିପାରିବେ । ଭାରିଯାନ ଡ୍ରାଇଭିଂ ଟ୍ରେନିଂ ପାଇଁ ୧ ଏପ୍ରିଲ ୨୦୨୧ ପୂର୍ବରୁ ବର୍ଷେ ବୈଧତା ଏଲଏମଭି ଲାଇସେନ୍ସ ଥିବା ଆବଶ୍ୟକ । ଶିକ୍ଷାଗତ ଯୋଗ୍ୟତା ଦଶମ ପାସ୍ କିମ୍ବା ତାଠାରୁ ଅଧିକ ହେବ । ସେହପରି ବୟସ ୨୦ରୁ ୪୦ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ






More Stories
ବଡ଼ଦାଣ୍ଡରେ ମଦ ଦୋକାନ ମନା…..
କଂଗ୍ରେସ ଛାଡ଼ି ପାରନ୍ତି ସୋଫିଆ ଫିର୍ଦୋସ…..
୯୫ ଆସନରେ ଲଢ଼ିବ କଂଗ୍ରେସ…..