ରିପୋର୍ଟ କାର୍ଡ / ଭୁବନେଶ୍ୱର
ନନ୍ଦନକାନନ ଜାତୀୟ ପ୍ରାଣୀ ଉଦ୍ୟାନର ୨୯(ବି) ଖୁଆଡ଼ରେ ରହୁଥିବା ଆଫ୍ରିକୀୟ ସିଂହ ର ମୃତ୍ୟୁ ହୋଇଛି । ସାପ କାମୁଡ଼ା ଯୋଗୁଁ ସିଂହ ଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ଶବବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ ସୂଚନା ଦେଛନ୍ତି । ନନ୍ଦନକାନନରେ ମୋଟ ସିଂହ ସଂଖ୍ୟା ୧୬କୁ ହ୍ରାସ ପାଇଛି। ମିଳିଥିବା ସୂଚନା ଅନୁସର- ଶନିବାର ସକାଳେ ନନ୍ଦନକାନନର ଖୁଆଡ଼ ନମ୍ବର ୩୦ (ଖ)ରେ ରହୁଥିବା ଆଫ୍ରିକୀୟ ସିଂହର ମୃତ୍ୟୁ ହୋଇଛି । ଖୁଆଡ଼ ଭିତରେ ବିଷାକ୍ତ ସାପର ଦଂଶନରେ ସିଂହର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । କିନ୍ତୁ ଏବେ ଯାଏଁ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।ସିଂହର ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……