ରିପୋର୍ଟ କାର୍ଡ / ଭୁବନେଶ୍ବର
ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ସୋମବାର ଅର୍ଥାତ ଆସନ୍ତା କାଲି ଅପରାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପହଞ୍ଚିବେ କାର୍ଯ୍ୟକ୍ରମ ରହିଛି । ସେହିପରି ଏହି ଗସ୍ତ ଅବସରରେ ଆସନ୍ତା ୩୧ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିବା ସମ୍ଭାବନା ରହିଛି । ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଜୁନ ୧ ତାରିଖ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ଦିନ ଦୁଇଟାରେ ଭୁବନେଶ୍ୱର ପହଞ୍ଚିବେ ।






More Stories
କଂଗ୍ରେସରୁ ନିଳମ୍ବିତ ହେଲେ…..
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର…..
IAS ସ୍ତରରେ ବଡ଼ ଧରଣର ଅଦଳବଦଳ…..