ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜିଠାରୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଆଜି ଅପରାହ୍ନ ସାଢ଼େ ୪ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ତେବେ ନିର୍ଦ୍ଦିଷ୍ଟ କେଉଁ ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହେବ, ତାହା ସ୍ପଷ୍ଟ ହୋଇ ନାହିଁ। କିନ୍ତୁ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇପାରେ | ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ଓଡିଶା ଫେରିବାର କାର୍ଯ୍ୟକ୍ରମ ରହିଛି। ଆଗକୁ ରାଷ୍ଟ୍ରପତି ନିର୍ବାଚନ ରହିଛି ଏହାକୁ ନେଇ କିଛି ଆଲୋଚନା ହେବ ବୋଲି ଚର୍ଚ୍ଚା ହେଉଛି | ଗତ ମାସରେ ମଧ୍ୟ ନବୀନ ଦିଲ୍ଲୀ ଗସ୍ତ କରିଥିଲେ |






More Stories
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..