ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ଜୁନ୍ ୧ ଓ ୨ ତାରିଖରେ ବସିବ ରାଜ୍ୟ କଂଗ୍ରେସର ନବସଂକଳ୍ପ ଶିବିର । ଶରତ ପଟ୍ଟନାୟକ ପିସିସି ସଭାପତି ହେବା ପରେ ପ୍ରଥମ ଥର ପାଇଁ କଂଗ୍ରେସର ଚିନ୍ତନ ଶିବିର ବସିବାକୁ ଯାଉଛି। କଂଗ୍ରେସର ବ୍ଲକ ସଭାପତି, ଜିଲ୍ଲା ସଭାପତି, ଏମ୍ପି, ବିଧାୟକ, ପୂର୍ବତନ ବିଧାୟକ, ପୂର୍ବତନ ପିସିସି ସଭାପତି, ବରିଷ୍ଠ ନେତା ଏହି ବୈଠକରେ ଉପସ୍ଥିତ ରହିବେ। କଂଗ୍ରେସକୁ ତୃଣମୂଳ ସ୍ତରରୁ କିଭଳି ଭାବେ ସଶକ୍ତ କରାଯିବ ସେନେଇ ବୈଠକରେ ଆଲୋଚନା ହେବ। ଏହି ଚିନ୍ତନ ଶିବିରରେ ପ୍ରଭାରୀ ଡ଼. ଚେଲ୍ଲା କୁମାର, ସହ ପ୍ରଭାରୀ ରୁଦ୍ର ରାଜୁ ଯୋଗଦେବେ।






More Stories
ଦେବାଶିଷଙ୍କ ପ୍ରାର୍ଥିପତ୍ର କାଏମ୍…..
ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ…..
ଆସୁଛି ବଡ଼ ବର୍ଷା: ଓଡ଼ିଶାରେ ୧୧ରୁ…..