ରିପୋର୍ଟ କାର୍ଡ / ଝାରସୁଗୁଡା
ବ୍ରଜରାଜନଗର ଉପନିର୍ବାଚନରେ ବିପୁଳ ଭୋଟରେ ବିଜେଡି ବିଜୟୀ ହୋଇଛି। ପ୍ରାୟ ୬୫ ହଜାରରୁ ଊର୍ଦ୍ଧ୍ୱ ଭୋଟରେ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ଜିତିଛନ୍ତି । ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ତୃତୀୟ ସ୍ଥାନରେ ରହିଛନ୍ତି । ବିଜୟ ନେଇ ନିର୍ବାଚନ କମିଶନ ଘୋଷଣା କରିନାହାନ୍ତି ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..