Report Card Odisha

| Daily Odia News

ଜୁନ୍ ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ …..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଚଳିତ ଜୁନ୍ ଶେଷ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ | ଏନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି | ମନ୍ତ୍ରୀଙ୍କ କହିବା ଅନୁସାରେ, ‘ମାଟ୍ରିକ ଖାତା ଦେଖା ଶେଷ ହୋଇଛି । ରେଜଲ୍ଟ ନେଇ ପ୍ରକ୍ରିୟା ଚାଲିଛି ।’ ତେବେ ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଅଫଲାଇନ୍‌ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ । ମାଟ୍ରିକ୍‌ ପରୀକ୍ଷା ଏପ୍ରିଲ ୨୯ରୁ ମେ’ ୬ ତାରିଖ ଯାଏ ଚାଲିଥିଲା ।

Breaking News