ରିପୋର୍ଟ କାର୍ଡ / ଭୁବନେଶ୍ଵର
ଜୁନ୍ ୧୨ ତାରିଖ ପରେ ଓଡିଶା ଛୁଇଁବ ମୌସୁମୀ । ରାଜ୍ୟରେ ବର୍ଷାର ବିଶେଷ ପ୍ରଭାବ ନଥିବା ବେଳେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତେଣୁ ମୌସୁମୀ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରୁନାହିଁ । ଆସନ୍ତା ୧୨ ତାରିଖ ପରେ ପାଗରେ ପରିବର୍ତ୍ତନ ସହ ମୌସୁମୀ ଓଡିଶା ଛୁଇଁବା ନେଇ ପୂର୍ବାନୁମାନ କରିଛନ୍ତି ସୋଆ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଶରତ ସାହୁ । ଅନ୍ୟପଟେ ୪ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..