ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୂର୍ବ ଇରାନରେ ମରୁଭୂମି ସହର ତବାସ ନିକଟରେ ଏକ ଯାତ୍ରୀବାହୀ ଟ୍ରେନ୍ ଦୁର୍ଘଟଣା ହୋଇଛି । ଗଣନାଧ୍ୟମ ରିପୋର୍ଟ ଅନୁସାରେ, ଆଜି ଯାତ୍ରୀବାହୀ ଟ୍ରେନର ସାତୋଟି ବଗି ମଧ୍ୟରୁ ୪ଟି କୋଚ୍ ଟ୍ରାକରୁ ବାହାରି ଯାଇଥିଲା । ଏହି ଦୁର୍ଘଟଣାରେ ପ୍ରାୟ ୧୦ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି । ସେମାନଙ୍କ ମଧ୍ୟରୁ ଅନେକ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……