ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ : ଦିନ ଭିତରେ ଶୁଭାଶୁଭ ମିଶ୍ରିତ ଫଳ ମିଳିପାରେ। କାର୍ଯ୍ୟରେ ସଫଳ ହେବେ; ମାତ୍ର ବିଳମ୍ବରେ। ସୁସ୍ଥ ରହିବେ। ବ୍ୟବସାୟ ଭଲରେ ଚାଲିବ। ଚାକିରିରେ ବିବ୍ରତ ହୋଇପାରନ୍ତି। ବିଦ୍ୟାର୍ଥୀଙ୍କ ଶୁଭଫଳ।
ବୃଷ : କାର୍ଯ୍ୟରେ ଆଗୁସାର ହେବେ। ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ଆୟ ଆଶାନୁରୂପ ହେବ। ଚାକିରିରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ମିଥୁନ : ଧନାଗମ ହେବାର ସୂଚନା ମିଳୁଛି। ଅପାର ଗୁଣର ଅଧିକାରୀ ହୋଇପାରନ୍ତି। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଚାକିରିରେ ସ୍ବନାମଧନ୍ୟ ହେବେ। ବିଦ୍ୟାର୍ଥୀମାନେ ମନୋଯୋଗୀ ହେବେ।
କର୍କଟ : ସାରାଦିନ କାର୍ଯ୍ୟବ୍ୟସ୍ତ ରହିପାରନ୍ତି। ପରିଶ୍ରମର ମୂଲ୍ୟ ମିଳିବ। ଆୟଠାରୁ ବ୍ୟୟ ଅଧିକ ହୋଇପାରେ। ଚାକିରିରେ ଅସ୍ଥିରତା ଦେଖା ଦେବ। ବ୍ୟବସାୟ ଲାଭଜନକ ହେବ। ବିଦ୍ୟାର୍ଥୀଙ୍କୁ ଶୁଭଫଳ ମିଳିବ।
ସିଂହ : ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ଧନ ମିଳିବ। ସମ୍ମାନିତ ହେବେ। କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ। ବିଦ୍ୟାର୍ଥୀଙ୍କ ଉଦ୍ୟମ ସଫଳ ହେବ।
କନ୍ୟା : କୀର୍ତ୍ତିମାନ ହେବେ। ସରକାରୀ କୃପାଲାଭ କରିପାରନ୍ତି। ଆର୍ଥିକ ସ୍ଥିତି ଦୃଢ଼ ରହିବ। ଚାକିରି କ୍ଷେତ୍ରରେ ସମ୍ମାନିତ ହେବେ। ବ୍ୟବସାୟରେ ଢେର ଉନ୍ନତି ଘଟିବ। ବିଦ୍ୟାର୍ଥୀଙ୍କୁ ଶୁଭଫଳ ମିଳିବ।

More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..