ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜୁଲାଇ ୨ ତାରିଖରୁ ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ । ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ । ଅଧିବେଶନ ଜୁଲାଇ ୨ରୁ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ମୌସୁମୀ ଅଧିବେଶନରେ ମୋଟ ୨୪ଟି କାର୍ଯ୍ୟ ଦିବସ ରହିଥିବା ବେଳେ ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ |






More Stories
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..
ଛାତ୍ର ସଂସଦ ନିର୍ବାଚନ ତାରିଖ ଘୋଷଣା…..
ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ମଦ ଦୋକାନ…..