ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆନ୍ତର୍ଜାତୀୟ ହ୍ୟୁମାନଟେରିଆନ ଅନୁଷ୍ଠାନ ପକ୍ଷରୁ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ ଡ ନାରାୟଣ ମହାପାତ୍ର ଙ୍କୁ ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧି ପ୍ରଦାନ କରିଛନ୍ତି| ଟ୍ରଷ୍ଟ ପକ୍ଷରୁ ସମାଜ ରେ ଅବହେଳିତ ବୃଦ୍ଧ ବାପା ମା ଓ ଅବହେଳିତ ଛୋଟ ପିଲାମାନଙ୍କ ପାଖରେ ପହଞ୍ଚି ସେମାନଙ୍କୁ କିଛି ସମୟ ଖୁସି ଓ ଶାନ୍ତି ବାଣ୍ଟୁ ଥିବାରୁ ଏହି ସମ୍ମାନ ପ୍ରଦାନ କରଯାଇଛି |ପୂର୍ବରୁ ମଧ୍ୟ ବହୁ ଜାତୀୟ ଓ ଅର୍ନ୍ତଜାତୀୟ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଡ ନାରାୟଣ ମହାପାତ୍ର ଙ୍କୁ ସମାଜସେବା କ୍ଷେତ୍ର ରେ ସମ୍ମାନସୂଚକ ଡକ୍ଟରେଟ ଉପାଧି ପ୍ରଦାନ କରିଛନ୍ତି|ଏହା ଆମର ସେବା କାର୍ଯ୍ୟ କୁ ପ୍ରେରଣା ଦେବା ସହ ଅନୁଷ୍ଠାନକୁ ଆହୁରି ଆଗେଇ ନେବାକୁ ସାହାଯ୍ୟ କରିବ |






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..