ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପହିଲି ରଜ | ଜ୍ୟେଷ୍ଠ ମାସରେ ପାଳନ ହୋଇଥାଏ ୩ ଦିନିଆ ରଜ ମହୋତ୍ସବ । ପ୍ରଥମରେ ପହିଲି ରଜ, ୨ୟରେ ରଜ ସଂକ୍ରାନ୍ତି ଏବଂ ତୃତୀୟରେ ଭୂମିଦହନ । ତେବେ ଏହି ୩ ଦିନ ମାତା ବସୁଧା ରଜସ୍ୱଳା ହୋଇଥିବାରୁ କୃଷ୍ଟି ତଥା ଚାଷ କାମ ବାରଣ କରାଯାଇଥାଏ । ଧରିତ୍ରୀକୁ ବିଶ୍ରାମ ଦେବା ପାଇଁ କୁମାରୀ ଝିଅ ତଥା ବୋହୁମାନେ କିଛି କାମ କରିନଥାଆନ୍ତି । ପରମ୍ପରା ମୁତାବକ ସଜବାଜରେ ହିଁ ଘରର ସମସ୍ତ କାମ ସାରିବାକୁ ପଡିଥାଏ । ଅର୍ଥାତ ପିଠା ପଣା ସବୁ ସଜବାଜରୁ ହିଁ ହୋଇଥାଏ । ଏଥିପାଇଁ କୁମାରୀମାନେ ୩ଦିନ ରଜ ଉତ୍ସବକୁ ବେଶ୍ ଧୂମାଧାମରେ ପାଳିଥାନ୍ତି । ନୂଆ ଡ୍ରେସ୍ ପିନ୍ଧି ସଜବାଜ ହୋଇ ପିଠା ପଣା ଖାଇବା ସହ ଦୋଳି ଖେଳିବାର ମଜା ନେଇଥାନ୍ତି । ଧରିତ୍ରୀକୁ ବିଶ୍ରାମ ଦେବା ପାଇଁ କୁମାରୀ ଝିଅ ତଥା ବୋହୁମାନେ କିଛି କାମ କରିନଥାଆନ୍ତି । ପରମ୍ପରା ମୁତାବକ ସଜବାଜରେ ହିଁ ଘରର ସମସ୍ତ କାମ ସାରିବାକୁ ପଡିଥାଏ । ଅର୍ଥାତ ପିଠା ପଣା ସବୁ ସଜବାଜରୁ ହିଁ ହୋଇଥାଏ । ଏଥିପାଇଁ କୁମାରୀମାନେ ୩ଦିନ ରଜ ଉତ୍ସବକୁ ବେଶ୍ ଧୂମାଧାମରେ ପାଳିଥାନ୍ତି । ନୂଆ ଡ୍ରେସ୍ ପିନ୍ଧି ସଜବାଜ ହୋଇ ପିଠା ପଣା ଖାଇବା ସହ ଦୋଳି ଖେଳିବାର ମଜା ନେଇଥାନ୍ତି ।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……