ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାମ୍ମୁ କାଶ୍ମୀର କୁଲଗାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ କୁଲଗାମରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀମାନେ ବିଶ୍ୱସ୍ଥ ସୂତ୍ରରୁ ଖବର ପାଇଥିଲେ । ଖବର ପାଇବା ପରେ ସୁରକ୍ଷା କର୍ମୀମାନେ ସମ୍ପୃକ୍ତ ଅଞ୍ଚଳକୁ ନାକାବନ୍ଦୀ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସେହି ସମୟରେ ଉଭୟ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀର ମୃତ୍ୟୁ ହୋଇଛି । କୁଲଗାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ କୁଲଗାମରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀମାନେ ବିଶ୍ୱସ୍ଥ ସୂତ୍ରରୁ ଖବର ପାଇଥିଲେ । ଖବର ପାଇବା ପରେ ସୁରକ୍ଷା କର୍ମୀମାନେ ସମ୍ପୃକ୍ତ ଅଞ୍ଚଳକୁ ନାକାବନ୍ଦୀ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସେହି ସମୟରେ ଉଭୟ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀର ମୃତ୍ୟୁ ହୋଇଛି ।






More Stories
ପ୍ରବଳ ବର୍ଷା ସମ୍ଭାବନା…..
ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦୁବାଇ ଗସ୍ତ…..
୧୮ ପ୍ରସ୍ତାବ କୁ କ୍ୟାବିନେଟ୍ ମଞ୍ଜୁରୀ…..