ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜିଠାରୁ ୨ ଦିନିଆ ଗୁଜରାଟ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶନିବାର ପୂର୍ବାହ୍ନ ପ୍ରାୟରେ ପ୍ରଧାନମନ୍ତ୍ରୀ ପାଭଗଡ଼ ପାହାଡ଼ରେ ପୁନଃନିର୍ମିତ କାଳିକା ମାତା ମନ୍ଦିର ଦର୍ଶନ କରି ଏହାର ଉଦଘାଟନ କରିବେ । ପରେ ପରେ ପ୍ରାୟ ସାଢ଼େ ଏଗାରଟା ବେଳେ ସେ ଭିରାସତ ଭ୍ୟାନ ପରିଦର୍ଶନ କରିବେ । ପରେ ସେ ଭଦୋଦରା ଠାରେ ଗୁଜରାର ବିକାଶ ଅଭିଯାନରେ ଅଂଶଗ୍ରହଣ କରି ସେଠାରେ ପ୍ରାୟ ୨୧ ହଜାର କୋଟିରୁ ଊଦ୍ଧ୍ୱର୍ ଟଙ୍କା ମୂଲ୍ୟର ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କରିବେ ।






More Stories
ଜମ୍ମୁ କାଶ୍ମୀରରେ ଭୂକମ୍ପ…..
ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି…..
ଏମିତି ବଜେଟ୍ କେବେ ଦେଖିନି……