ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା ଲାଗି ଆଜି ‘ଏନ୍ଡିଏ’ ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃୃହମନ୍ତ୍ରୀ ଅମିତ ଶାହା , ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କ ସମେତ ସମସ୍ତ କେନ୍ଦ୍ରମନ୍ତ୍ରୀ ଏବଂ ଓଡ଼ିଶା ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ଏବଂ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀ ସଂସଦ ଭବନରେ ଉପସ୍ଥିତ ଥିଲେ।






More Stories
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..
ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି…..