ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାଟ୍ରିକ ରେଜଲ୍ଟକୁ ଅପେକ୍ଷା କରିଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର । ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି ବୋଲି ସେ କହିଛନ୍ତି । ଯାହା ପ୍ରକ୍ରିୟା ରହିଛି, ତାକୁ ଶୀଘ୍ର ସାରିବାକୁ ଗଣଶିକ୍ଷା ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..