ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଆନ୍ତର୍ଜାତୀୟ ହ୍ୟୁମାନଟେରିଆନ ଅନୁଷ୍ଠାନ ପକ୍ଷରୁ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଡ଼ ନାରାୟଣ ମହାପାତ୍ର ସମ୍ମାନିତ କରାଯାଇଛି | ତାଙ୍କୁ ବିଶ୍ୱରେ ଶାନ୍ତି, ଭଲପାଇବା ଭାଇଚାରା, ସଂସ୍କୃତି ବାଣ୍ଟିବା ସହ ବିଭିନ୍ନ ସ୍ତରରେ ମାନବ କଲ୍ୟାଣ କାର୍ଯ୍ୟ ନିମନ୍ତେ କାମ କରୁଥିବାରୁ ହ୍ୟୁମାନଟେରିଆନ ଅନୁଷ୍ଠାନ ପକ୍ଷରୁ ସମ୍ମାନିତ କରିଥିବା ନେଇ ଜଣାପଡିଛି | ଟ୍ରଷ୍ଟ ପକ୍ଷରୁ ସମାଜ ରେ ଅବହେଳିତ ବୃଦ୍ଧ ବାପା ମା ଓ ଅବହେଳିତ ଛୋଟ ପିଲାମାନଙ୍କ ପାଖରେ ପହଞ୍ଚି ସେମାନଙ୍କୁ କିଛି ସମୟ ଖୁସି ଓ ଶାନ୍ତି ବାଣ୍ଟୁ ଥିବାରୁ ଏହି ସମ୍ମାନ ପ୍ରଦାନ କରଯାଇଛି |ପୂର୍ବରୁ ମଧ୍ୟ ବହୁ ଜାତୀୟ ଓ ଅର୍ନ୍ତଜାତୀୟ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଡ ନାରାୟଣ ମହାପାତ୍ର ଙ୍କୁ ମାନବ କଲ୍ଯାଣ କାର୍ଯ୍ୟ ନିମିତ ସମ୍ମାନିତ କରାଯାଇଛି |






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..