ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ଜୁଲାଇ ୨ରୁ ଆରମ୍ଭ ବିଧାନସଭାର ମୌସୁମୀ ଅଧିବେଶନ। ଏହା ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ| ୨ରୁ ଆରମ୍ଭ ହୋଇ ଅଗଷ୍ଟ ୪ ପର୍ଯ୍ୟନ୍ତ ଅଧବେଶନ ଚାଲିବ ବୋଲି ସରକାରଙ୍କ ପକ୍ଷରୁ ସ୍ଥିର ହୋଇଛି। ଅଧିବେଶନ ସମୟ କିଭଳି ସୁରୁଖୁରୁରେ ଚାଲିବ ତାକୁ ନେଇ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଥମ ସର୍ବଦଳୀୟ ବୈଠକ | ବିରୋଧୀ ବିଜେପି ଓ କଂଗ୍ରେସ ସଜବାଜ ହେଉଥିବାବେଳେ ସରକାରୀଦଳ ସ୍ଥିର ରହିଛି |






More Stories
IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲା: ପୋଲିସ ହାତରେ ଡିଜିଟାଲ ପ୍ରମାଣ…..
ଗଡ଼ିଲା ୩ ରଥ,ଜୟ ଜଗନ୍ନାଥ ଧ୍ୱନିରେ ଶ୍ରୀକ୍ଷେତ୍ର ପ୍ରକମ୍ପିତ…..
ପ୍ରବଳରୁ ଅତି ପ୍ରବଳ ବର୍ଷା:୧୩ ଜିଲ୍ଲାକୁ ରେଡ୍-ଅରେଞ୍ଜ ଓ୍ବାର୍ନିଂ ଜାରି…..