ରିପୋର୍ଟ କାର୍ଡ / କଟକ
ରାଜ୍ୟ କଂଗ୍ରେସକୁ ଆଉ ଏକ ଝଟ୍କା । ଦଳର ସମ୍ପାଦକ ପଦରୁ ଇସ୍ତଫା ଦେଇଛନ୍ତି ମହମ୍ମଦ ମୋକିମ୍ ।ଏବେ ସେ ବାରବାଟୀ-କଟକ ବିଧାୟକ ଅଛନ୍ତି । ତେବେ ଇସ୍ତଫା ଦେବା ପରେ ମହମ୍ମଦ ମୋକିମ କହିଛନ୍ତି ଯେ, ଏହା ଦଳର ଆଭ୍ୟନ୍ତରୀଣ ବିଷୟ, । ଦଳରେ ଆଲୋଚନା ହେବା ଉଚିତ୍ । ଏନେଇ ଗଣମାଧ୍ୟମରେ ଚର୍ଚ୍ଚା ହେବା ଠିକ୍ ନୁହେଁ । କଂଗ୍ରେସ ଛାଡି ବିଜେଡିରେ ମିଶିବା ପ୍ରସଙ୍ଗକୁ ଏଡାଇ ଦେଇଛନ୍ତି ମୋକିମ୍ ।






More Stories
IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲା: ପୋଲିସ ହାତରେ ଡିଜିଟାଲ ପ୍ରମାଣ…..
ଗଡ଼ିଲା ୩ ରଥ,ଜୟ ଜଗନ୍ନାଥ ଧ୍ୱନିରେ ଶ୍ରୀକ୍ଷେତ୍ର ପ୍ରକମ୍ପିତ…..
ପ୍ରବଳରୁ ଅତି ପ୍ରବଳ ବର୍ଷା:୧୩ ଜିଲ୍ଲାକୁ ରେଡ୍-ଅରେଞ୍ଜ ଓ୍ବାର୍ନିଂ ଜାରି…..