ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ଟ୍ୱିଟ୍ କରିଛନ୍ତି ନବୀନ ଲେଖିଛନ୍ତି କି ଅଶୋକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ବିଷୟରେ ଜାଣି ମୁଁ ଦୁଃଖିତ । ତାହା ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି । ସୂଚନା ଥାଉକି ଆଜି ସକାଳ ସାଢେ ୭ଟା ବେଳେ ସେ ରଥଯାତ୍ରା ପାଇଁ ଖବର ସଂଗ୍ରହ କରିବାକୁ ପୁରୀ ଯାଉଥିଲେ । ପୁରୀ ଯିବା ସମୟରେ ସଡ଼କ ଦୁର୍ଘଟଣାରେ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ହୋଇଥିଲା ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..