ରିପୋର୍ଟ କାର୍ଡ / ପୁରୀ
ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା | ସେଥି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦୀର୍ଘ ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳୁଥିବାରୁ ଜନସମୁଦ୍ରରେ ପରିଣତ ହୋଇଛି ପୁରୀ ବଡ଼ଦାଣ୍ଡ । ଏହି ଘୋଷ ଯାତ୍ରା ଅବସରରେ ପୁରୀ ଯାଇ ରଥ ଟାଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ବିକ୍ରମ କେଶରୀ ଆରୁଖ, ୫-ଟି ସଚିବ ଭି.କେ ପାଣ୍ଡିୟାନ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନା ଅନୁସାରେ- ପୁରୀ ଯାଇ ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..