ରିପୋର୍ଟ କାର୍ଡ /କଟକ
ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ। ଅପରାହ୍ଣ ୧ଟାରେ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷାଫଳ ଘୋଷଣା ହେବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ଛାତ୍ରଛାତ୍ରୀମାନେ ଅପରାହ୍ଣ ୨ଟାରୁ ବୋର୍ଡ ୱେବସାଇଟ (www.bseodisha.ac.in ଏବଂ www.bseodisha.nic.in)ରେ ନିଜର ପରୀକ୍ଷାଫଳ ଜାଣିପାରିବେ। ଏଥିସହ ପରୀକ୍ଷାର୍ଥୀମାନେ ନିଜର ରୋଲ ନମ୍ବରକୁ ଟାଇପ କରି ୫୬୭୬୭୫୦ ନମ୍ବରକୁ ଏକ ଏସ୍ଏମ୍ଏସ ପଠାଇ ଫଳାଫଳ ଦେଖି ପାରିବେ ବୋର୍ଡ ପକ୍ଷରୁ କୁହାଯାଇଛି।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….