ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଏମସିଏ ଛାତ୍ରୀ ଆଶ୍ରିତା ସେନାପତିଙ୍କ ଆତ୍ମହତ୍ୟା ଘଟଣାର କୁ ନେଇ ଆସିଛି ନୂଆ ଟ୍ଵିଷ୍ଟ। ଆଶ୍ରିତଙ୍କ ସୁଇସାଇଡ ନୋଟକୁ ଭିତ୍ତି କରି ବୟଫ୍ରେଣ୍ଡ ସତ୍ୟପ୍ରକାଶ ଦାଶକୁ ଗିରଫ କରିଛି କମିଶନରେଟ ପୋଲିସ । ପ୍ରେମ ବ୍ୟାପାରକୁ ନେଇ ଆଶ୍ରିତା ଆତ୍ମହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ପ୍ରେମିକ ସତ୍ୟପ୍ରକାଶକୁ ଗିରଫ କରିଛି କମିଶନରେଟ ପୋଲିସ ।






More Stories
ଭୟଙ୍କର ବର୍ଷା,ଏହି ୩ ଜିଲ୍ଲାକୁ ସତର୍କ ସୂଚନା……
କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ…..
ଦାୟିତ୍ବ ନେଲେ ସଞ୍ଜୟ ବିଶ୍ବାଳ…..