ରିପୋର୍ଟ କାର୍ଡ / ମୟୂରଭଞ୍ଜ
ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ରରୁଆଁ ତହସିଲର ସତ୍ୟ ସୁନ୍ଦର ରାଉତ। ଜମି ପଟ୍ଟା କରିବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ମାଡି ବସିଥିବା ନେଇ ସୂଚନା ମିଳିଛି । ଭଞ୍ଜକିଆର ଚକ୍ରଧର ମହାନ୍ତଙ୍କ ଠାରୁ ସେ ଲାଞ୍ଚ ନେଉଥିଲେ । ମୋଟ ୪୦ ହଜାର ଟଙ୍କା କଥାବାର୍ତ୍ତା ହେଇଥିବା ବେଳେ ପୂର୍ବରୁ ୨୫ ହଜାର ଟଙ୍କା ଅମିନ କମଳ ପାତ୍ରଙ୍କ ଜରିଆରେ ନେଇଥିଲେ । ଆଜି ବାକି ୧୫ ହଜାର ଟଙ୍କା ନେଲାବେଳେ ଭିଜିଲାନ୍ସ ମାଡି ବସିଥିବା ଜଣାପଡ଼ିଛି ।






More Stories
ଗଡ଼ିଲା ୩ ରଥ,ଜୟ ଜଗନ୍ନାଥ ଧ୍ୱନିରେ ଶ୍ରୀକ୍ଷେତ୍ର ପ୍ରକମ୍ପିତ…..
ପ୍ରବଳରୁ ଅତି ପ୍ରବଳ ବର୍ଷା:୧୩ ଜିଲ୍ଲାକୁ ରେଡ୍-ଅରେଞ୍ଜ ଓ୍ବାର୍ନିଂ ଜାରି…..
ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁ :ଦଳା ଚକଟା ନୁହେଁ ଅଣନିଶ୍ବାସୀ ହେବାରୁ….