ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସନ୍ତା ୧୫ ତାରିଖରୁ ମାଗଣାରେ ଦିଆଯିବା କରୋନାର ବୁଷ୍ଟର ଡୋଜ୍। ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ମାଗଣାରେ ଏହି ଟୀକା ଦିଆଯିବ| ଏବେ ଲୋକମାନଙ୍କୁ ଟଙ୍କା ଦେଇ ବୁଷ୍ଟର ଡୋଜ୍ ନେବାକୁ ପଡ଼ୁଛି। ହେଲେ ବୁଷ୍ଟର ଡୋଜ୍ ନେବାକୁ କେହି ବି ଆଗ୍ରହ ଦେଖାଉ ନାହାନ୍ତି। ଏପରି ସ୍ଥିତିରେ ଦେଶରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମସ୍ତଙ୍କୁ ମାଗଣାରେ ବୁଷ୍ଟର ଡୋଜ୍ ଦେବାକୁ ନିଷ୍ପତ୍ତି ନେଇଥିବା କୁହାଯାଉଛି। ଏନେଇ ଆଜି କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି।






More Stories
ନିଟ୍-ୟୁଜି ପରୀକ୍ଷା ସମୟ ଅବଧି ବୃଦ୍ଧି……
ଯଶପାଲ ରାଣାଙ୍କ ପରଲୋକ; ପ୍ରଧାନମନ୍ତ୍ରୀଙ୍କ ଶୋକ…..
ଖାଲି ଗୃହିଣୀ ନୁହେଁ ସେମାନେ ରାଷ୍ଟ୍ର ନିର୍ମାତା…..