ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଏନଡିଏ ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯାଇଛି । ଜଗଦୀପ ଧନକରଙ୍କୁ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ବାଛିଥିବା ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । ବିଜେପି ସଂସଦୀୟ ବୋର୍ଡ ବୈଠକରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ଜଗଦୀପ ଧନକର ପଶ୍ଚିମବଙ୍ଗ ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଛନ୍ତି ।






More Stories
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ମୋଦି…..
ବସ୍ ଦୁର୍ଘଟଣାଗ୍ରସ୍ତ: ୨୭ ମୃତ…..
ମମତା ବାନାର୍ଜୀଙ୍କ ବିରୋଧରେ ମାମଲା ରୁଜୁ…..