ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚାକିରିରୁ ନିଲମ୍ବିତ ହୋଇଛନ୍ତି ବିବାଦୀୟ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନା | କାର ଧକ୍କାରେ ୩ଜଣଙ୍କ ମୃତ୍ୟୁ ଘଟଣାରେ ବିବାଦୀୟ ପୋଲିସ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନାଙ୍କୁ ଶନିବାର ପୋଲିସ ଡିଜି ସୁନୀଲ କୁମାର ବନସଲ ଚାକିରିରୁ ନିଲମ୍ବନ କରିଛନ୍ତି । ନିଲମ୍ବନ ଅବଧି ମଧ୍ୟରେ ସେ ସୁନ୍ଦରଗଡ଼ ପୋଲିସ ଏସପିଙ୍କ ଅଧୀନରେ ରହିବେ ତଥା ଓଡ଼ିଶା ସର୍ଭିସ କୋଡ୍ -୯୦ ଅନ୍ତର୍ଗତ ସେ ନିଜର ଡିଏ ଓ ଅନ୍ୟାନ୍ୟ ଭତ୍ତା ପାଇବାକୁ ମଧ୍ୟ ହକଦାର ହେବେ ବୋଲି ମୁଖ୍ୟାଳୟରୁ ଜାରି ନିର୍ଦ୍ଦେଶନାମାରେ ଦର୍ଶାଯାଇଛି ।’






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..